fbpx
Home Astrology କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ– ଯାତ୍ରା ଶୁଭଦାୟକହେବ ।ମୂଲ୍ୟବାନ୍‌ ଦ୍ରବ୍ୟଲାଭର ସୂଚନା ମିଳୁଛି ।ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିବେ ।ସରକାରୀସ୍ତରରେ ସମ୍ମାନିତ ହେବେ ।ଶୁଭରଙ୍ଗ ଗ୍ରୀନ୍‌ ।ଶୁଭ ଅଙ୍କ ୨ ।

ବୃଷ–ଯୋଗାଯୋଗରେ ସଫଳତା ଲାଭ କରିବେ । ପରିଶ୍ରମର ମୂଲ୍ୟ ମିଳିବ । କୁଳ ଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିବେ । ଶୁଭରଙ୍ଗ କ୍ରୀମ୍‌ ।ଶୁଭ ଅଙ୍କ ୫ ।

ମିଥୁନ – ଘାତଚନ୍ଦ୍ରଭୋଗ ହେତୁ ଈଶ୍ୱର ଚିନ୍ତନ ଜରୁରୀ ଅଟେ । ମନରେ ସେବା ଭାବ ଜାଗ୍ରତ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ ।ଶୁଭରଙ୍ଗଧଳା ।ଶୁଭ ଅଙ୍କ ୯ ।

fକର୍କଟ–ଚାଲୁ ରହିଥିବା କାର୍ଯ୍ୟ କିଛ ସମୟ ପାଇଁ ଅଟକି ଯାଇପାରେ । ଦୁଃଖଦ ଖବର ପାଇପାରନ୍ତି । ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ସର୍ଦି ଓ କଫଜନିତ ପୀଡା ଅନୁଭବ କରିବେ । ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୬ ।

ସିଂହ –ମିଳିଥିବା ସୁଯୋଗର ହାତ ଛଡା କରନ୍ତୁ ନାହିଁ । ଆନନ୍ଦ ଉତ୍ସବରେ ସମୟ ଅତିବାହିତ କରିପାରନ୍ତି । ବ୍ୟବସାୟ ଲାଭଜନକ ନୁହେଁ । ସମାଜସେବୀ ହେବେ ।ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୪ ।

କନ୍ୟା–ଯୋଗା-ଯୋଗରୁ ସୁଫଳ ମିଳିବା କାରଣରୁ ଉପୁଜି ଥିବା କ୍ରୋଧକୁ ନିଜ ଗୁଣରେ ସମ୍ବରଣ ଏବଂ ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଚାକିରି କ୍ଷେତ୍ରରେ ବହୁ ସୁନାମର ଅଧିକାରୀ ହେବେ । ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୧ ।

ତୁଳା–ମନରେ ଉପୁଜି ଥିବା ସନ୍ଦେହ ଦୂରହେବ । ଆଲୋଚନା ମାଧ୍ୟମରେ କାର୍ଯ୍ୟକଲେ ସଫଳତା ମିଳିବ । ଚଞ୍ଚଳମନା ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଶୁଭରଙ୍ଗନୀଳ ।ଶୁଭ ଅଙ୍କ ୬ ।

ବିଛା– ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖଭୋଗ କରିବେ ।ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ନିରାମୟ ଜୀବନ ପାଇଁ ସଂଘର୍ଷ କରିବେ । ଶୁଭରଙ୍ଗ କ୍ରୀମ୍‌ ।ଶୁଭ ଅଙ୍କ ୫ ।

ଧନୁ – ଯାତ୍ରାଶୁଭ ଦାୟକହେବ ।କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁର ଭାଷୀ ହୋଇପାରନ୍ତି ।ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇ ଖୁସିହେବେ ।ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୯ ।

ମକର–ଅର୍ଥ ପାଇଁ ବ୍ୟତି ବ୍ୟସ୍ତ ହୋଇପାରନ୍ତି ।ଭାଗ୍ୟଶାଳୀ ହେବେ ।ବ୍ୟକ୍ତିତ୍ୱର ବିକାଶ ଘଟାଇ ପାରନ୍ତି । ପ୍ରବାସୀ, ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ ଉଦାର, ବିଦ୍ୟାପ୍ରେମୀ ହେବେ ।ଶୁଭରଙ୍ଗୟେଲୋ ।ଶୁଭ ଅଙ୍କ ୩ ।

କୁମ୍ଭ -ଜନସାଧାରଣଙ୍କକଲ୍ୟାଣଭାଜନ ହୋଇପାରନ୍ତି ।ଶ୍ରୀଚନ୍ଦ୍ରଭୋଗହେଉଥିବାରୁଉତ୍ତମଭୋଜନରେ ଆପ୍ୟାୟିତହୋଇପାରନ୍ତି ।ଐଶ୍ୱର୍ଯ୍ୟଯୁକ୍ତହେବେ ।ରଣାଙ୍ଗନରେବୀରତ୍ୱ ପ୍ରକଟିତହେବ ।ଶୁଭରଙ୍ଗ ଲାଲ୍‌ ।ଶୁଭ ଅଙ୍କ ୫ ।

ମୀନ – ଅଷ୍ଟମ ଚନ୍ଦ୍ର ହେତୁ ସତର୍କତାର ସହଚଳିବାକୁ ପଡିବ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିବେ ।ଚଞ୍ଚଳ ସ୍ୱଭାବର ହେବେ ।କୋମଳ ବଚନ କହି ପରକୁ ଆପଣାର କରିପାରନ୍ତି ।ଶୁଭରଙ୍ଗକ୍ରୀମ୍‌ ।ଶୁଭ ଅଙ୍କ ୮ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ମହାମାରୀ କରୋନା ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ୭୨ ବର୍ଷୀୟ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ତାଙ୍କ ଘର ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ସେ ଏପ୍ରିଲ ୪...

ରାଜଧାନୀରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ପୁଣି ଜଣେ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ତାଙ୍କ ଘର  ୟୁନିଟ୍‌ ୪ ମଧୁସୂଦନ ନଗରରେ। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି। ଯୁବକ ଜଣକ ବୟସ...

କେନ୍ଦ୍ରାପଡାର ୧୨ ଗାଁ ୪୮ଘଣ୍ଟା ପାଇଁ ସିଲ୍‌

କେନ୍ଦ୍ରାପଡ଼ା: କେନ୍ଦ୍ରାପଡାର ଜଣେ ୩୨ ବର୍ଷୀୟ ଯୁବକ କରୋନା ପଜିଟିଭ୍  ଚିହ୍ନଟ ହୋଇଛନ୍ତି। ଏହି ଯୁବକ ଜଣକ ଗତ ମାସ ୨୪ ତାରିଖରେ ଦୁବାଇରୁ ଫେରିଥିଲେ । ଏହି ସଂକ୍ରମିତ ଯୁବକ ଜଣକ...

ରିଲିଜ ହେଲା “ମୁସ୍କୁରାଏଗା ଇଣ୍ଡିଆ…ଫିର୍ ଜିତ ଜାଏଗା ଇଣ୍ଡିଆ’, ଭିଡିଓ ସେୟାର ବଲିଉଡ ଆକ୍ଟରଙ୍କୁ ସଲାମ ଜଣାଇଲେ ମୋଦି

ବିଶ୍ୱରେ କରୋନା ଭାଇରସର ପ୍ରକୋପକୁ ନଜର ରଖି ଫିଲ୍ମ ଜଗତର ଜଣାଶୁଣା ଅଭିନେତାଅଭିନେତ୍ରୀ ଏକଜୁଟ୍ ହୋଇଥିବା ଦର୍ଶାଇଛନ୍ତି । କରୋନାକୁ ନେଇ ଲୋକଙ୍କ ମଧ୍ୟରେ ଡରକୁ ଦୂର କରିବା ପାଇଁ "ମୁସ୍କୁରାଏଗା ଇଣ୍ଡିଆ...ଫିର୍...

Recent Comments

>