fbpx
Home Entertainment ରାଜନେତାଙ୍କ ବୋହୂ ହେଲେ ଝିଲିକ, ବିଧାୟକ ପ୍ରୀତିରଂଜନଙ୍କ ହାତ ଧରିଲେ

ରାଜନେତାଙ୍କ ବୋହୂ ହେଲେ ଝିଲିକ, ବିଧାୟକ ପ୍ରୀତିରଂଜନଙ୍କ ହାତ ଧରିଲେ

ଭୁବନେଶ୍ୱର: ହାତକୁ ଦୁଇ ହାତ ହେଲେ ଅଭିନେତ୍ରୀ ଝିଲିକ୍‌ ଭଟ୍ଟାଚାର୍ଯ୍ୟ। ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନଙ୍କ ସହ ତାଙ୍କର ବିବାହ ସମ୍ପନ୍ନ ହୋଇଛି। ରାଜସ୍ଥାନରେ ବୁଧବାର ଆୟୋଜିତ ଏକ ଘରୋଇ ଉତ୍ସବରେ ଗୋପନୀୟ ଭାବେ ସେ ବିବାହ କରିଛନ୍ତି।

ଗୁରୁବାର ସକାଳେ ନିଜ ଇନ୍‌ଷ୍ଟ୍ରାଗ୍ରାମ୍‌ ଆକାଉଣ୍ଟରେ କିଛି ଫଟୋ ଶେୟାର କରି ଝିଲିକ୍‌ ଏ ନେଇ ସୂଚନା ଦେଇଛନ୍ତି।ବିବାହ ସମୟର ଓ ପରର ଦୁଇଟି ଫଟୋ ଶେୟାର କରିଛନ୍ତି ଝିଲିକ୍‌। ଗୋଟିଏ ଫଟୋରେ ପ୍ରୀତିରଞ୍ଜନ ତାଙ୍କୁ ସିନ୍ଦୂର ପିନ୍ଧାଉଥିବା ବେଳେ ଅନ୍ୟଟିରେ ଝିଲିକ୍‌ଙ୍କ ସହ ପ୍ରୀତିରଞ୍ଜନ ଓ ତାଙ୍କ ମା’ବାପା ଥିବା ଦେଖିବାକୁ ମିଳିଛି। ଏହାକୁ ଶେୟାର କରିବା ସହ ଆମର ବୈବାହିକ ଜୀବନ ପାଇଁ ଆପଣମାନେ ଆଶୀର୍ବାଦ କରନ୍ତୁ ବୋଲି ଝିଲିକ୍‌ କହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>