Home News ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ ଗୃହମନ୍ତ୍ରୀ, ଜନଜାତି ନୃତ୍ୟ ଉତ୍ସବରେ ଯୋଗ ଦେବାକୁ କଲେ ନିମନ୍ତ୍ରଣ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ ଗୃହମନ୍ତ୍ରୀ, ଜନଜାତି ନୃତ୍ୟ ଉତ୍ସବରେ ଯୋଗ ଦେବାକୁ କଲେ ନିମନ୍ତ୍ରଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଲୋକସେବା ଭବନରେ ଛତିଶଗଡ ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଶ୍ରୀ ସାହୁ ଛତିଶଗଡ ସରକାରଙ୍କ ଦ୍ୱାରା ଆୟୋଜିତ ଜନଜାତି ନୃତ୍ୟ ଉତ୍ସବରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ । ଏ ସଂକ୍ରାନ୍ତରେ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏକ ପତ୍ର ଶ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିଲେ । ସୂଚନାଯୋଗ୍ୟ ଯେ, ଆସନ୍ତା ୨୭ରୁ ୨୯ତାରିଖ ଯାଏଁ ତିନିଦିନ ଛତିଶଗଡରେ ଜାତୀୟ ଜନଜାତି ନୃତ୍ୟ ଉତ୍ସବ ଅନୁଷ୍ଠିତ ହେବ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଝିଅ ବାହାଘର ପାଇଁ ରଖିଥିଲେ, ସବୁ ଜଳିଗଲା

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ବାଉଁଶକଣ ମାଟିଆ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଗତକାଲି ରାତି ୧୦ଟା ୩୦ମିନିଟରେ ଅଗ୍ନିକାଣ୍ଡ ଘଟିଥିଲା । ଅଳ୍ପକେ ବର୍ତ୍ତି ଯାଇଛନ୍ତି...

ପୁଣି ଭାରତୀୟ ବ୍ୟାଟ୍ସମ୍ୟାନ ଫେଲ : ଦ୍ୱିତୀୟ ଟେଷ୍ଟରେ ୨୪୨ରେ ଅଟକିଲା

ଖ୍ରୀଷ୍ଟଚର୍ଚ୍ଚ ୨୯।୦୨: ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ୨ଟେଷ୍ଟରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ନ୍ୟୁଜିଲାଣ୍ଡ...

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦିନଟି ଶୁଭ ଫଳ ଦାୟକ ହେବ । ଗୃହ ଭୂମିରେ ଉନ୍ନତିି, ଉତ୍ତମ ବନ୍ଧୁ ସମ୍ପର୍କ, ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ କ୍ରୟ, ଅର୍ଥାଗମ, ଗୃହରେ ଅତିଥି ସମାଗମ ଓ ଦୂର...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ୮ଟା ୧୦ରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ...

Recent Comments

>