Home News ଆଜି କାମଚଳା ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା

ଆଜି କାମଚଳା ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହେବ କାମଚଳା ବଜେଟ୍‌। ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ବଜେଟ୍‌ ଉପସ୍ଥାପନ କରିବେ। ଏଥର ବଜେଟ୍‌ର ଆକାର ୧ଲକ୍ଷ ୩୨ ହଜାର କୋଟି ଟଙ୍କାର ହେବ।ପୂର୍ବରୁ ମନ୍ତ୍ରୀ ପରିଷଦ ବଜେଟର ଆକାରକୁ ଅନୁମୋଦନ ଦେଇସାରିଛି। ନିର୍ବାଚନ ବର୍ଷ ହୋଇଥିବାରୁ ବଜେଟ୍‌ ଉପରେ ସମସ୍ତଙ୍କ ନଜର ରହିବ। ସାଧାରଣ ନିର୍ବାଚନ ଥିବାରୁ ୪ମାସ ପାଇଁ ବଜେଟ୍‌ ଉପସ୍ଥାପନ କରାଯାଇ ବିଧାନସଭାର ଅନୁମୋଦନ ନେବେ ସରକାର।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଝିଅ ବାହାଘର ପାଇଁ ରଖିଥିଲେ, ସବୁ ଜଳିଗଲା

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ବାଉଁଶକଣ ମାଟିଆ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଗତକାଲି ରାତି ୧୦ଟା ୩୦ମିନିଟରେ ଅଗ୍ନିକାଣ୍ଡ ଘଟିଥିଲା । ଅଳ୍ପକେ ବର୍ତ୍ତି ଯାଇଛନ୍ତି...

ପୁଣି ଭାରତୀୟ ବ୍ୟାଟ୍ସମ୍ୟାନ ଫେଲ : ଦ୍ୱିତୀୟ ଟେଷ୍ଟରେ ୨୪୨ରେ ଅଟକିଲା

ଖ୍ରୀଷ୍ଟଚର୍ଚ୍ଚ ୨୯।୦୨: ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ୨ଟେଷ୍ଟରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ନ୍ୟୁଜିଲାଣ୍ଡ...

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦିନଟି ଶୁଭ ଫଳ ଦାୟକ ହେବ । ଗୃହ ଭୂମିରେ ଉନ୍ନତିି, ଉତ୍ତମ ବନ୍ଧୁ ସମ୍ପର୍କ, ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ କ୍ରୟ, ଅର୍ଥାଗମ, ଗୃହରେ ଅତିଥି ସମାଗମ ଓ ଦୂର...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ୮ଟା ୧୦ରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ...

Recent Comments

>