ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମ ବାର୍ଷିକୀରେ ରାଜଘାଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ପୁଣ୍ୟତିଥିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ୟୁପିଏ ଚେୟାର ପର୍ସନ ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଳ ଗାନ୍ଧୀ ସମେତ ଅନ୍ୟ ତୁଙ୍ଗ ନେତାମାନେ ରାଜଘାଟରେ ଜାତିର ପିତାଙ୍କୁ ଦେଇଛନ୍ତି ଶ୍ରଦ୍ଧାସୁମନ।
Loading...
>