fbpx
Home News ଝିଅ ବାହାଘର ପାଇଁ ରଖିଥିଲେ, ସବୁ ଜଳିଗଲା

ଝିଅ ବାହାଘର ପାଇଁ ରଖିଥିଲେ, ସବୁ ଜଳିଗଲା

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ବାଉଁଶକଣ ମାଟିଆ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଗତକାଲି ରାତି ୧୦ଟା ୩୦ମିନିଟରେ ଅଗ୍ନିକାଣ୍ଡ ଘଟିଥିଲା । ଅଳ୍ପକେ ବର୍ତ୍ତି ଯାଇଛନ୍ତି ମା’ ଓ ପୁଅ ।ଗାଁର ଧନୁ ପ୍ରଧାନଙ୍କର ଦୁଇ ବଖରା, ଶରତ ପଧାନଙ୍କର ଦୁଇ ବଖରା, କାର୍ତ୍ତିକ ପ୍ରଧାନଙ୍କର ତିନି ବଖରା, ନାରାୟଣ ପ୍ରଧାନଙ୍କର ଦୁଇ ବଖରା ଏବଂ ବିଶ୍ବନାଥ ପ୍ରଧାନଙ୍କର ଚାରି ବଖରା ଜଳିଯିବା ସହିତ ବିଶ୍ବନାଥ ପ୍ରଧାନ ଝିଅ ବିବାହ ପାଇଁ ରଖିଥିବା ଆସବାସପତ୍ର ପୋଡି ପାଉଁଶ ହୋଇଯାଇଛି ।ଅଗ୍ନିକାଣ୍ଡରେ ୩ଟି ପରିବାରର ୧୩ ବଖରା ଜଳିଯିବା ସହିତ ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଭୁବନ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ମହାମାରୀ କରୋନା ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ୭୨ ବର୍ଷୀୟ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ତାଙ୍କ ଘର ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ସେ ଏପ୍ରିଲ ୪...

ରାଜଧାନୀରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ପୁଣି ଜଣେ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ତାଙ୍କ ଘର  ୟୁନିଟ୍‌ ୪ ମଧୁସୂଦନ ନଗରରେ। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି। ଯୁବକ ଜଣକ ବୟସ...

କେନ୍ଦ୍ରାପଡାର ୧୨ ଗାଁ ୪୮ଘଣ୍ଟା ପାଇଁ ସିଲ୍‌

କେନ୍ଦ୍ରାପଡ଼ା: କେନ୍ଦ୍ରାପଡାର ଜଣେ ୩୨ ବର୍ଷୀୟ ଯୁବକ କରୋନା ପଜିଟିଭ୍  ଚିହ୍ନଟ ହୋଇଛନ୍ତି। ଏହି ଯୁବକ ଜଣକ ଗତ ମାସ ୨୪ ତାରିଖରେ ଦୁବାଇରୁ ଫେରିଥିଲେ । ଏହି ସଂକ୍ରମିତ ଯୁବକ ଜଣକ...

ରିଲିଜ ହେଲା “ମୁସ୍କୁରାଏଗା ଇଣ୍ଡିଆ…ଫିର୍ ଜିତ ଜାଏଗା ଇଣ୍ଡିଆ’, ଭିଡିଓ ସେୟାର ବଲିଉଡ ଆକ୍ଟରଙ୍କୁ ସଲାମ ଜଣାଇଲେ ମୋଦି

ବିଶ୍ୱରେ କରୋନା ଭାଇରସର ପ୍ରକୋପକୁ ନଜର ରଖି ଫିଲ୍ମ ଜଗତର ଜଣାଶୁଣା ଅଭିନେତାଅଭିନେତ୍ରୀ ଏକଜୁଟ୍ ହୋଇଥିବା ଦର୍ଶାଇଛନ୍ତି । କରୋନାକୁ ନେଇ ଲୋକଙ୍କ ମଧ୍ୟରେ ଡରକୁ ଦୂର କରିବା ପାଇଁ "ମୁସ୍କୁରାଏଗା ଇଣ୍ଡିଆ...ଫିର୍...

Recent Comments

>