ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର:  ଭାରତ-ପାକିସ୍ତାନ ମଧ୍ୟରେ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ଲାଗି ରହିଛି। ଗୁରୁବାର ଭୋର୍‌ଠାରୁ ପୁଞ୍ଚଠାରେ ପାକିସ୍ତାନ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ସେଲିଂ ମାଡ଼ ଜାରି ରହିଛି। ସ୍ଥାନୀୟ କ୍ରିଷ୍ଣା ଘାଟି ସେକ୍ଟରରେ ଦୁଇପକ୍ଷଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯିବା ସହିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Loading...
>