ଆଜି ଆସୁଛନ୍ତି ଚାଇନା ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡାକଡି

ମହାବଳୀପୁରମ: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ଦୁଇ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ଏଥିପାଇଁ ଚେନ୍ନାଇର ମହାବଳୀପୁରମକୁ ସଜାଯାଇଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି।

Loading...
>