Home News ରାଜ୍ୟ କର୍ମଚାରୀଙ୍କ ପାଇଁ ଖୁସି ଖବର : ମହଙ୍ଗା ଭତ୍ତା ୫% ବଢିଲା

ରାଜ୍ୟ କର୍ମଚାରୀଙ୍କ ପାଇଁ ଖୁସି ଖବର : ମହଙ୍ଗା ଭତ୍ତା ୫% ବଢିଲା

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା । ୫ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ବର୍ଦ୍ଧିତ ମହଙ୍ଗା ଭତ୍ତା । ୭ମ ବେତନ କମିଶନର ବକେୟା ଅର୍ଥରୁ ୧୦ପ୍ରତିଶତ ଦେବାକୁ ଘୋଷଣା କରିଥିଲେ ରାଜ୍ୟ ସରକାର ।

ମହଙ୍ଗା ଭତ୍ତା ବୃଦ୍ଧି କରି ରାଜ୍ୟର ସରକାରୀ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସପ୍ତମ ବେତନ କମିଶନଙ୍କ ଆଧାରରେ ମହଙ୍ଗା ଭତ୍ତା ବଢାଇବା ସହ ବକେୟା ଥିବା ୧୦ ପ୍ରତିଶତକୁ ମଧ୍ୟ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି ।...

ଜମାଟୋର ଏହି ଡେଲିଭରୀ ପିଲାର ଫ୍ୟାନ୍ ହେଲେ ଲୋକେ, ସୋସିଆଲ ମିଡିଆରେ ଭାଇରଲ ହେଲା ଭିଡିଓ

ସୋସିଆଲ ମିଡିଆରେ ଏବେ ଜମାଟୋ ଡେଲିଭରୀ ପିଲାଙ୍କ ଏକ ଭିଡିଓ ଖୁବ୍ ଭାଇରଲ ହେବାରେ ଲାଗିଛି । ଲୋକମାନେ ଏହି ଡେଲିଭରୀ ପିଲାର ଫ୍ୟାନ ପାଲଟି ଗଲେଣି । କିନ୍ତୁ କାହିଁକି ?...

ନିର୍ଭୟା ମାମଲା : ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ଯାଚିକା ଦାଖଲ କଲେ ପବନ, ମାଗିଲେ ଏହି ସଜା

ନୂଆଦିଲ୍ଲୀ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଚତୁର୍ଥ ଦୋଷୀ ପବନ କୁମାର ଗୁପ୍ତା ଶୁକ୍ରବାର ସୁପ୍ରିମକୋର୍ଟରେ ସୁଧାରାତ୍ମକ ଯାଚିକା ଦାୟର କରି ଫାଶୀ ବଦଳରେ ଆଜୀବନ ଜେଲ୍ ସଜା ଦେବାକୁ...

ନବୀନ ନିବାସରେ ଏକାଠି ଖାଇଲେ ଶାହ, ନୀତିଶ, ମମତା, ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର : ପୂର୍ବାଞ୍ଚଳ ଆଞ୍ଚଳିକ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାସଭବନରେ ମଧ୍ୟାହ୍ନ ଭୋଜନର ଆୟୋଜନ କରିଥିଲେ । ଏଥିରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

Recent Comments

>