fbpx
Home News କରୋନା ପ୍ରଭାବ: କ୍ୟାବିନେଟ୍‌ ବୈଠକରେ ବି ସାମାଜିକ ଦୂରତା

କରୋନା ପ୍ରଭାବ: କ୍ୟାବିନେଟ୍‌ ବୈଠକରେ ବି ସାମାଜିକ ଦୂରତା

ନୂଆଦିଲ୍ଲୀ: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ୨୧ ଦିନର ଲକ୍‌ ଡାଉନ୍‌ ଘୋଷଣା ହୋଇଛି। ସାମାଜିକ ଦୂରତା ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଏହାର ପ୍ରଭାବ ବୁଧବାର ହୋଇଥିବା କ୍ୟାବିନେଟ୍‌ ବୈଠକରେ ଦେଖିବାକୁ ମିଳିଛି। ବୈଠକରେ ମନ୍ତ୍ରୀମାନଙ୍କ ପାଇଁ ରହିଥିବା ପ୍ରତି ଚେୟାର ମଧ୍ୟରେ ଏକ ମିଟର ଦୂରତା ରହିଥିବା ଦେଖିବାକୁ ମିଳିିଛି। ସୂଚନାଯୋଗ୍ୟ, କରୋନା ମୁକାବିଲା ପାଇଁ ବୈଠକରେ ଆଲୋଚନ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>