fbpx
Home Recipes ବେସନ ଚିଲ୍ଲା

ବେସନ ଚିଲ୍ଲା

ସାମଗ୍ରୀ: ବେସନ- ୧ କପ୍, ଚୂନା ଚୂନା କଟା ପିଆଜ୧/୪ କପ୍, ଚୂନା ଚୂନା କଟା ଟମାଟୋ- ୧/୪ କପ୍, କଟା ଧନିଆ ପତ୍ର- ୧/୪ କପ୍, କଟା କଞ୍ଚାଲଙ୍କା- ୧, କଟା ଅଦା- ୧/୨ ଇଞ୍ଚ, ହଳଦୀ ଗୁଣ୍ଡ- ୧/୨ ଚାମଚ, ଲଙ୍କା ଗୁଣ୍ଡ- ୧/୪ ଚାମଚ, ପାଣି, ତେଲ ଏବଂ ଲୁଣ(ଆବଶ୍ୟକ ଅନୁସାରେ) ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ବେସନ, କଟା ପିଆଜ, କଟା ଟମାଟୋ, କଟା ଧନିଆ ପତ୍ର, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ ସହ ଅଳ୍ପ ପାଣି ଦେଇ ଏକ ଘୋଳ ପ୍ରସ୍ତୁତ କରନ୍ତୁ । ଏବେ ଗ୍ୟାସ୍ରେ ତାୱା ବସାଇ ସେଥିରେ ଅଳ୍ପ ତେଲ ଗରମ କରନ୍ତୁ । ତେଲ ଗରମ ହେଲେ ବେସନ ମିଶ୍ରଣରେ ତିଆରି ଘୋଳରୁ ଅଳ୍ପ ଅଳ୍ପ ଆଣି ପିଠା ଆକାରରେ ରଖନ୍ତୁ । ଦୁଇ ପାଶ୍ୱର୍କୁ ଭଲଭାବେ ଲାଲ୍ ହେବା ଯାଏ ଗରମ କରନ୍ତୁ । ଏହିପରି ଭାବେ ସବୁ ମିଶ୍ରଣରେ ପିଠା ତିଆରି କରନ୍ତୁ । ଏବେ ପ୍ରସ୍ତୁତ ହୋଇଗଲା ବେସନ ଚିଲ୍ଲା । ଏହାକୁ ଗରମ ଗରମ ପରଷନ୍ତୁ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>