Home Sports ବିଜୟଠାରୁ ୨ ଉଇକେଟ୍ ଦୂରରେ ଭାରତ

ବିଜୟଠାରୁ ୨ ଉଇକେଟ୍ ଦୂରରେ ଭାରତ

ବିଶାଖାପାଟଣା,: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତକୁ ବିଜୟ ପାଇଁ ଆଉ ଦୁଇ ଉଇକେଟ ଦୂରରେ ଅଛି। ଲଞ୍ଚ୍‌ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ୧୧୭ ରନରେ ୮ଟି ଉଇକେଟ ହରାଇଛି। ବିଜୟ ପାଇଁ ଦଳକୁ ଆଉ ୨୭୮ରନ୍‌ ଆବଶ୍ୟକ ଥିବାବେଳେ ହାତରେ ମାତ୍ର ଦୁଇଟି ଉଇକେଟ୍‌ ବାକି ଅଛି। ଯାହା ଅସମ୍ଭବ ମନେ ହେଉଛି। ୩୯୫ ରନର ବିଜୟ ଲକ୍ଷକୁ ପିଛା କରି ଦକ୍ଷିଣ ଆଫ୍ରିକା ଚତୁର୍ଥ ଦିବସରେ ଏକ ଉଇକେଟ ହରାଇ ୧୧ ରନ୍‌ ସଂଗ୍ରହ କରିଥିଲା। ପଞ୍ଚମ ଦିନ ଖେଳ ଆରମ୍ଭ ହେବା କ୍ଷଣି ମହମ୍ମଦ ସାମି ଭାରତକୁ ପ୍ରଥମ ଝଟକା ଦେଇଥିଲେ। ୬୦ରନ ଭିତରେ ଦକ୍ଷିଣ ଆଫ୍ରିକାର ଅଧା ଟିମ୍‌ ଆଉଟ୍‌ ହୋଇଯାଇଥିଲେ। ଏହାପରେ ଅଶ୍ୱନ ଏବଂ ଜାଡେଜା ବାକି ଉଇକେଟ୍‌ ନେଇ ଦକ୍ଷିଣ ଆଫ୍ରିକାକୁ ଧରାଶାୟୀ କରିଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି ।...

ଜମାଟୋର ଏହି ଡେଲିଭରୀ ପିଲାର ଫ୍ୟାନ୍ ହେଲେ ଲୋକେ, ସୋସିଆଲ ମିଡିଆରେ ଭାଇରଲ ହେଲା ଭିଡିଓ

ସୋସିଆଲ ମିଡିଆରେ ଏବେ ଜମାଟୋ ଡେଲିଭରୀ ପିଲାଙ୍କ ଏକ ଭିଡିଓ ଖୁବ୍ ଭାଇରଲ ହେବାରେ ଲାଗିଛି । ଲୋକମାନେ ଏହି ଡେଲିଭରୀ ପିଲାର ଫ୍ୟାନ ପାଲଟି ଗଲେଣି । କିନ୍ତୁ କାହିଁକି ?...

ନିର୍ଭୟା ମାମଲା : ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ଯାଚିକା ଦାଖଲ କଲେ ପବନ, ମାଗିଲେ ଏହି ସଜା

ନୂଆଦିଲ୍ଲୀ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଚତୁର୍ଥ ଦୋଷୀ ପବନ କୁମାର ଗୁପ୍ତା ଶୁକ୍ରବାର ସୁପ୍ରିମକୋର୍ଟରେ ସୁଧାରାତ୍ମକ ଯାଚିକା ଦାୟର କରି ଫାଶୀ ବଦଳରେ ଆଜୀବନ ଜେଲ୍ ସଜା ଦେବାକୁ...

ନବୀନ ନିବାସରେ ଏକାଠି ଖାଇଲେ ଶାହ, ନୀତିଶ, ମମତା, ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର : ପୂର୍ବାଞ୍ଚଳ ଆଞ୍ଚଳିକ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାସଭବନରେ ମଧ୍ୟାହ୍ନ ଭୋଜନର ଆୟୋଜନ କରିଥିଲେ । ଏଥିରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

Recent Comments

>