ସୌରଭଙ୍କ ନୂଆ ଇନିଂସ ଆରମ୍ଭ, ବିସିସିଆଇ ସଭାପତି ଭାବେ ଦାୟିତ୍ୱ ନେଲେ

ମୁମ୍ୱାଇ: ଆଜିଠୁ ବିସିସିଆଇରେ ଆରମ୍ଭ ହେଲା ସୌରଭ ଯୁଗ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୌରଭ ଗାଙ୍ଗୁଲି। ୩୯ତମ ଅଧ୍ୟକ୍ଷ ଭାବେ ସୌରଭ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଫଳରେ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସନିକ କମିଟି (ସିଓଏ)ର ୩୩ମାସ ଧରି ଚାଲିଥିବା ଶାସନ ଶେଷ ହୋଇଛି। ବିସିସିଆଇର ଅଧ୍ୟକ୍ଷ ପଦ ପାଇଁ ଗାଙ୍ଗୁଲିଙ୍କ ନାମାଙ୍କନ ସର୍ବସମ୍ମତିକ୍ରମେ ହୋଇଛି।

Loading...
>