fbpx
Home Sports ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି । ଆହତ ଖେଳାଳି ମ୍ୟାଚ୍ ଖେଳିବା ଏହା ପ୍ରଥମ ଘଟଣା । ଏହି ମ୍ୟାଚରେ ରିଲାଏନ୍ସ-୧ ପାଇଁ ଶିଖର ଧାୱାନ ଓ ସୌରଭ ତିୱାରି ଓପନିଂ କରିଥିଲେ । ଦଳ ୨୦ ଓଭରରେ ୮ ଉଇକେଟ ହରାଇ ୧୫୦ ରନ କରିଥିଲା । ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ୨୫ ବଲରେ ୩୮ ରନ କରିଥିଲେ । ଯେଉଁଥିରେ ଗୋଟିଏ ଚୌକା ଓ ୪ ଛକା । ସେହିପରି ଶିଖର ୧୧ ବଲରେ ୧୦ ରନ କରିଥିବା ବେଳେ ଭୁବନେଶ୍ୱର କୁମାର ୬ ବଲରେ ୧୦ ରନ କରିଥିଲେ । ସୌରଭ ତିୱାରୀ ସର୍ବାଧିକ ୪୧ ରନ କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>