Home Sports ଅଭ୍ୟାସ ମ୍ୟାଚ-ଖାତ ଖୋଲିପାରିଲେନି ପୃଥ୍ୱୀ, ଗିଲ୍‌, ଶାହ,ଚମକିଲେ ବିହାରୀ

ଅଭ୍ୟାସ ମ୍ୟାଚ-ଖାତ ଖୋଲିପାରିଲେନି ପୃଥ୍ୱୀ, ଗିଲ୍‌, ଶାହ,ଚମକିଲେ ବିହାରୀ

ହାମିଲଟନ : ଏଠାରେ ଆଜିଠାରୁ ଆରମ୍ଭ ହୋଇଥିବା ନ୍ୟୁଜିଲାଣ୍ଡ ଏକାଦଶ ଓ ଭାରତ ମଧ୍ୟରେ ଅଭ୍ୟାସ ମ୍ୟାଚରେ ଭାରତ ପ୍ରଥମ ଦିନରେ ୨୬୩ ରନ କରି ଅଲଆଉଟ୍ ହୋଇଯାଇଛି । ଦଳ ପକ୍ଷରୁ ସଫଳ ବ୍ୟାଟ୍ସମ୍ୟାନ ଭାବେ ହନୁମା ବିହାରୀ ୧୦୧(ରିଟିୟାର୍ଟ ହଟ) ଓ ଚେତେଶ୍ୱର ପୁଜାରେ ୯୩ ରନ ବ୍ୟତୀତ ଅନ୍ୟ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ସଫଳ ହୋଇନଥିଲେ । ଏମିତିକି ଦଳର ୪ଜଣ ବ୍ୟାଟ୍ସମ୍ୟାନ୍ ଖାତା ଖୋଲି ପାରିନଥିଲେ । ଏମାନଙ୍କ ମଧ୍ୟରେ ଯୁବ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ସୋ, ଶୁଭମାନ ଗିଲ, ରିଦ୍ଧିମାନ ଶାହ,ଆର୍ ଅଶ୍ୱନି । ଅଧିନାୟକ ବିରାଟ କୋହଲି ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇନଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଝିଅ ବାହାଘର ପାଇଁ ରଖିଥିଲେ, ସବୁ ଜଳିଗଲା

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ବାଉଁଶକଣ ମାଟିଆ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଗତକାଲି ରାତି ୧୦ଟା ୩୦ମିନିଟରେ ଅଗ୍ନିକାଣ୍ଡ ଘଟିଥିଲା । ଅଳ୍ପକେ ବର୍ତ୍ତି ଯାଇଛନ୍ତି...

ପୁଣି ଭାରତୀୟ ବ୍ୟାଟ୍ସମ୍ୟାନ ଫେଲ : ଦ୍ୱିତୀୟ ଟେଷ୍ଟରେ ୨୪୨ରେ ଅଟକିଲା

ଖ୍ରୀଷ୍ଟଚର୍ଚ୍ଚ ୨୯।୦୨: ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୨ୟ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଛି । ୨ଟେଷ୍ଟରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ନ୍ୟୁଜିଲାଣ୍ଡ...

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଦିନଟି ଶୁଭ ଫଳ ଦାୟକ ହେବ । ଗୃହ ଭୂମିରେ ଉନ୍ନତିି, ଉତ୍ତମ ବନ୍ଧୁ ସମ୍ପର୍କ, ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ କ୍ରୟ, ଅର୍ଥାଗମ, ଗୃହରେ ଅତିଥି ସମାଗମ ଓ ଦୂର...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପୁରୀ: ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ୮ଟା ୧୦ରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ...

Recent Comments

>