fbpx
Home Viral ଘର ସଫାଠାରୁ ରୋଷେଇ ଯାଏଁ ସବୁ କାମ ନିଜେ କରୁଛନ୍ତି ଏହି କୋଟିପତି ପୁଅ

ଘର ସଫାଠାରୁ ରୋଷେଇ ଯାଏଁ ସବୁ କାମ ନିଜେ କରୁଛନ୍ତି ଏହି କୋଟିପତି ପୁଅ

କୋଟିପତି ହେବାର ନିଶା ପ୍ରାୟ ଅଧିକାଂଶ ଲୋକଙ୍କର ଥାଏ। ଯଦି ପିତା କୋଟିପତି, ତେବେ ପୁଅ ମଧ୍ୟ ଛୋଟବେଳୁ ସେମିତି ଜୀବନଶୈଳୀ ଆପଣାଇ ଥାଆନ୍ତି। କିନ୍ତୁ ଆଲେକ୍‌ଜାଣ୍ଡର ଫ୍ରିଡ୍‌ମ୍ୟାନ୍‌ଙ୍କ କ୍ଷେତ୍ରରେ ଏହା ଭୁଲ ପ୍ରମାଣିତ ହୋଇଛି। ରୁଷର ଧନୀ ତାଲିକାରେ ଏକାଦଶ ସ୍ଥାନରେ ଥିବା ମିଖେଲ ଫ୍ରିଡ୍‌ମ୍ୟାନ୍‌୍‌ଙ୍କ ପୁଅ ହେଉଛନ୍ତି ଆଲେକ୍‌ଜାଣ୍ଡର। ପିତା କୋଟିପତି ସତ୍ତ୍ୱେ ମଧ୍ୟ ସେ ଏବେ ଏକ ଭଡାଘରେ ରହୁଛନ୍ତି। ନିଜ କାମ ନିଜେ କରୁଛନ୍ତି। ରୋଷେଇଠାରୁ ଆରମ୍ଭ କରି ଘରସଫା ସବୁ ନିଜ ହାତରେ କରୁଛନ୍ତି। ଲଣ୍ଡନରେ ପାଠ ପଢ଼ିଥିବା ୧୯ ବର୍ଷୀୟ ଆଲେକ୍‌ଜାଣ୍ଡର ଏବେ ନିଜର ଏକ ଛୋଟ ବ୍ୟବସାୟ ଆରମ୍ଭ କରିଛନ୍ତି। ଏନେଇ ସେ କହିଛନ୍ତି, ମୁଁ ନିଜ ଉପାର୍ଜନରେ କିଛି କରିବାକୁ ଚାହୁଁଛି। ସେଥିପାଇଁ ପିତାଙ୍କଠାରୁ କେବଳ ଉପଦେଶ ନେଉଛି, ଅର୍ଥ ନୁହେଁ। ଭବିଷ୍ୟତରେ ପିତା ନିଜ ସମ୍ପତ୍ତିିକୁ ଏକ ଦାତବ୍ୟ ଅନୁଷ୍ଠାନକୁ ଦାନ କରିଦେବେ। ତେଣୁ ତାଙ୍କ ସମ୍ପତ୍ତିରେ ମୋର କୌଣସି ଅଧିକାର ନାହିଁ। ବ୍ୟବସାୟ ପାଇଁ ପିତାଙ୍କଠାରୁ ଉପଦେଶ ନେବି ବୋଲି ସେ କହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular

ଓଡ଼ିଶାବାସୀଙ୍କ ସହଯୋଗ ଓ ସଚେତନତା ପାଇଁ କମ୍ କେସ୍ ଆସିଛି : ସୁବ୍ରତ ବାଗଚୀ

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟର ପ୍ରଥମ ପଜିଟିଭ୍ ୧୫ମାର୍ଚ୍ଚରେ ଜଣାପଡ଼ିଥିଲା । ସେହିପରି ରାଜ୍ୟର...

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା...

ଟି-୨୦ ବିଶ୍ୱକପ ନହେଲେ ଆଇପିଏଲ ହେବ : ସୂତ୍ର

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଭାଇରସ ସଂକ୍ରମଣ ଯୋଗୁଁ ବହୁ ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟକୁ ସ୍ଥଗିତ କିମ୍ବା ବାତିଲଲ କରାଯାଇଛି । କ୍ରିକେଟର ସବୁଠୁ ବ୍ୟୟବହୁଳ ଓ ଆକର୍ଷଣୀୟ ଇଭେଣ୍ଟ ଆଇପିଏଲକୁ ମଧ୍ୟ...

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ସାଉଥବଲଣ୍ଡା:ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଜ୍ୱାଳାମୁଖୀ ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଗତକାଲି ନିଶାର୍ଦ୍ଧରେ ଚିହ୍ନଟ ହୋଇଯାଇଛି । ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୪୦୦ମିଟର ଦୂରରେ ଥିବା ଅରା ବାଉଁଶବଣ ନିକଟସ୍ଥ...

Recent Comments

>